ପର୍ଯ୍ୟଟନ କ୍ଷେତ୍ରରେ ନବରଙ୍ଗପୁରକୁ ଉପେକ୍ଷା: ଜିଲାର ପର୍ଯ୍ୟଟନସ୍ଥଳୀକୁ ମିଳୁନି ଇକୋ ଟୁରିଜମ୍ ମାନ୍ୟତା ନବରଙ୍ଗପୁର, ୨।୧୧ (ସଦାଶିବ ପ୍ରହରାଜ): ପ୍ରାକୃତିକ ପ୍ରାଚୁର୍ଯ୍ୟ ଭରା ନବରଙ୍ଗପୁର ଜିଲାରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଭିତ୍ତିଭୂମିର ଅଭାବ ନାହିଁ। କିନ୍ତୁ ଯେଉଁ ହାରରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେବା କଥା ସେହି ଅନୁଯାୟୀ ବିକାଶ ହୋଇପାରୁ ନାହିଁ।...