ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ...