tourists drown in Sitakunda

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଛି…

12 hours ago