ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ କଲେଜ ସହିତ ଜାତୀୟ ରାଜପଥ ଦେଇ କୋର୍ଟ ଛକରେ ଯାନବାହନ ଜନଗହଳିରେ ଶୁକ୍ରବାର…