ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ… ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାର ଧମକ ଦିଆଯାଉଛି ନଚେତ୍ ବିଦ୍ୟୁତ ସଂଯୋଗ…