ଟ୍ରାକ୍ରେ ହଠାତ୍ ଧସିଲା ବିରାଟକାୟ ପଥର, ଟ୍ରେନ୍ ଚଳାଚଳ ବନ୍ଦ କୋରାପୁଟ,୨୩ା୧୦(ଅମିତାଭ ବେହେରା): କୋରାପୁଟ କିରଣ୍ଡଳ ରେଳ ଲାଇନର ମାଲିଗୁଡ଼ା ଷ୍ଟେଶନ ନିକଟରେ ପାହାଡ଼ରୁ ପଥର ଧସିଛି। ଗୁରୁବାର ଅପରାହ୍ନରେ ରେଳ ଧାରଣା ଉପରେ ପଥର ଖଣ୍ଡ ଖସିପଡ଼ିଛି। ରେଳ ପଥରେ ରେଳ ଚଳାଚଳ ବନ୍ଦ ରହିଛି। କୋରାପୁଟ ଜୟପୁର ରେଳ ପଥର…