ବସ୍ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ… ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜୟ ମାତାଦୀ ନାମକ ଘରୋଇ ବସ୍…