ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର ଶିଶୁ ପୁତ୍ରର ଜୀବନ ଚାଲିଯାଇଛି। ମୃତ ଶିଶୁଟି ସହରର ସୁନାରୀପଡ଼ା ଅଞ୍ଚଳର ସଞ୍ଜିତ ସିହ୍ନାଙ୍କ…