ପାରମ୍ପରିକ ସମ୍ବଲପୁରୀ ପୋଷାକ ପିନ୍ଧି ନିଆରା ଢଙ୍ଗରେ ପାଳନ କଲେ ସମ୍ବଲପୁରୀ ଦିବସ ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସକୁ ଶୁକ୍ରବାର ସ୍ଥାନୀୟ ରାଣା ପ୍ରତାପ ସ୍କୁଲରେ ସମ୍ବଲପୁରୀ ଦିନଭାବେ ପାଳନ କରାଯାଇଛି। ସ୍କୁଲର ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମ୍ପାଦିକା ଛାତ୍ରୀ...