ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ…