ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ ସଡ଼କ ପରିବହନ ଓ ରାଜପଥ…