ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ…