ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା… ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ ହୋଇଛି। ଫିଲ୍ମ ରିଲିଜ ହେବାର ମାତ୍ର ଗୋଟିଏ ସପ୍ତାହ ପୂର୍ବରୁ ନିର୍ମାତା ଟ୍ରେଲର...