ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍ ହୋଇ ଜଳୁଛି ବଗି
ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ସୁପରଫାଷ୍ଟ ଏକ୍ସପ୍ରେସ୍ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଉତ୍ତରପ୍ରଦେଶ ଇଟାଓ୍ବାର ସରାୟ ଭୂପତ ରେଳ ଷ୍ଟେଶନ ନିକଟରେ ଏକ୍ସପ୍ରେସ୍ର ୩ ବଗି ହୁତହୁତ୍ ହୋଇ ଜଳୁଛି। ଏନେଇ ଖବର ପାଇ ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚୁଛନ୍ତି। ତେବେ ଖବର…
ସରିଲା ଉଦ୍ଧାର କାର୍ଯ୍ୟ, ଗଡ଼ିବ ଟ୍ରେନ୍
ଭୁବନେଶ୍ୱର,୩୦ା୧୦: ଆନ୍ଧ୍ର-ଓଡ଼ିଶା ସୀମାରେ ରବିବାର ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ସୋମବାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ମରାମତି କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ କିଛିଘଣ୍ଟା ମଧ୍ୟରେ ଏହି ଟ୍ରାକ୍ ଦେଇ ରେଳ ଚଳାଚଳ…
ଟ୍ରେନ୍ ଟ୍ରାଜେଡି: ୨୬ ଟ୍ରେନ୍ ବାତିଲ, ୨୨ ଟ୍ରେନ୍ର ରୁଟ୍ ପରିବର୍ତ୍ତନ
ଭୁବନେଶ୍ୱର,୩୦ା୧୦: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍ ଅନ୍ୟ ଏକ ଏକ୍ସପ୍ରେସ ଟ୍ରେନ୍ ଧକ୍କା ହୋଇଥିଲା। ଆଜିସୁଦ୍ଧା ଏହି ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି।…
ଟ୍ରେନ୍ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି, ୫୦ରୁ ଅଧିକ ଆହତ
ଭୁବନେଶ୍ୱର,୩୦ା୧୦: ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା ପାସେଞ୍ଜର ଟ୍ରେନ୍ ମଧ୍ୟରେ ରବିବାର ରାତିରେ ଘଟିଥିବା ଦୁର୍ଘଟଣାରେ ବର୍ତ୍ତମାନସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି। ଗୋଟିଏ ରାୟଗଡ଼ା ଏବଂ ଅନ୍ୟଟି ପଲାସା ଅଭିମୁଖେ ଆସୁଥିବା ବେଳେ…
ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ
ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍କୁ ଅନ୍ୟ ଏକ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ…
ବାଂଲାଦେଶରେ ମାଲଗାଡ଼ି ସହିତ ଧକ୍କା ହେଲା ଯାତ୍ରୀବାହୀ ଦୁଇ ଟ୍ରେନ୍, ୧୫ ମୃତ ଶତାଧିକ ଆହତ
ନୂଆଦିଲ୍ଲୀ,୨୩/୧୦: ସୋମବାର ବାଂଲାଦେଶରେ ଘଟିଥିବା ଏକ ଭୟଙ୍କର ରେଳ ଦୁର୍ଘଟଣାରେ ୧୫ ଅଧିକ ଲୋକେ ମୃତ୍ୟ ବରଣ କରିଥିବା ବେଳେ ଶହେରୁ ଅଧିକ ଲୋକେ ଆହତ ହୋଇଛନ୍ତି। ପୂର୍ବ ଭୈରବ ସହରରେ ଏକ ମାଲବାହୀ ଟ୍ରେନ୍ ବିପରୀତ ଦିଗକୁ ଯାଉଥିବା ଏକ…
Archives


