Tag Archives: train track

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଲୋଇସିଂହା ଅଞ୍ଚଳର ତେନ୍ତୁଳିଖୁଣ୍ଟି ଗ୍ରାମର ସୁଦର୍ଶନ ପଟେଲ(୨୩) ବୋଲି ସୂଚନା ମିଳିଛି। ଘଟଣା…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖଲ୍ଲିକୋଟ ଅଞ୍ଚଳର କେ. ଗୋବିନ୍ଦ ପାତ୍ର।…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର ଟ୍ରେନ ଯାତ୍ରା କରୁଥିବା ସମୟରେ ଏକ ସିଂହ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଥିଲା। ଲୋକୋ…

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ମଲମଣ୍ଡା ଗାଁ ସ୍କୁଲର କ୍ରୀଡ଼ା ଶିକ୍ଷକ ଦେବୀପ୍ରସାଦ ରାଉତ (୫୮)। ଆଜି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…

ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)। ସେ ଖୁଜେନପାଲି ମୁନସିନଗରର ବୋଲି ଜଣାପଡ଼ିଛି। ସେ ରୋଷେୟା କାମ କରନ୍ତି। ଜନାର୍ଦ୍ଦନ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ ପରିବାର ଲୋକେ ଆସି ଚିହ୍ନଟ କରିଛନ୍ତି । ବଲାଙ୍ଗୀର ସହରର ମାଲଗୋଦାମ ପଡ଼ାର…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ବଲାଙ୍ଗୀର ରେଳବାଇ ପୋଲିସ ଉଦ୍ଧାର କରିଥିଲା। ଅଜଣା ବ୍ୟକ୍ତିଙ୍କ…

ସୋସିଆଲ ମିଡିଆରେ ଲାଇକ୍‌ ପାଇଁ ମୃତ୍ୟୁର ଖେଳ, ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଦେଖିଲେ…

କିଛି ଲୋକ ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛାଉ ନାହାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଟ୍ରାକ୍‌ରେ ଶୋଇ ରିଲ୍‌ କରୁଛନ୍ତି, ଏବଂ ଏକ ଦ୍ରୁତଗାମୀ…

ରେଳ ଟ୍ରାକ୍‌ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍‌

ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍‌ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର ବାହାର…

ଟ୍ରେନ୍‌ ଲାଇନ୍‌ କଡ଼ରେ ଠିଆ ହୋଇ ରିଲ୍ସ କରୁଥିଲେ ଯୁବକ, ଦ୍ରୁତଗତିରେ ମାଡ଼ି ଆସିଲା ଟ୍ରେନ୍‌, ଆଉ ତା’ ପରେ…

ଯଦି ଆମେ ଆଜିକାଲି ଲୋକଙ୍କୁ ଦେଖିବା, ତେବେ ରିଲ୍‌ ତିଆରି କରିବାର କ୍ରେଜ୍‌ ଲୋକଙ୍କ ଉପରେ ରହିଛି ଏବଂ ଏଥିପାଇଁ ଲୋକମାନେ ଯେକୌଣସି ସୀମା ଅତିକ୍ରମ କରିବାକୁ ପ୍ରସ୍ତୁତ। ଯାହା ଦ୍ୱାରା ଏହି ଲୋକମାନେ କୌଣସି ପ୍ରକାରେ ଭାଇରାଲ ହୋଇଯାଆନ୍ତି। ଲାଇକ୍‌…

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ। ତେବେ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଏହି ବିପଦ ଟଳି ଯାଇଛି। ଉତ୍ତରପ୍ରଦେଶ ପ୍ରେମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?