ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ
ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ, ସପ୍ତାହ ପରେ, ଏହି ସୁଟକେସ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ସିସିଟିଭି…
ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍ଚ୍ୟୁତ
ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି। ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି। ସୌଭାଗ୍ୟବଶତଃ ଟ୍ରେନ ଧିର…
କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍ରେ ଲଗେଜ୍ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…
ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ। ଏଣିକି ଟ୍ରେନ୍ରେ ଲଗେଜ୍ ଚୋରି ହେଲେ ରେଳ ବିଭାଗ କ୍ଷତିପୂରଣ ଭରଣା କରିବ।…
ରେଳ ବିଭାଗର ବଡ଼ ଅପ୍ଡେଟ୍: ଜୁଲାଇ ୨୦ରେ ଏସବୁ ରୁଟ୍ରେ ଟ୍ରେନ୍ ବାତିଲ, ଯାଞ୍ଚ୍ କରିନିଅନ୍ତୁ ସ୍ଥିତି…
ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍ କନ୍ଫର୍ମ ହେବା କେତେ କଷ୍ଟକର। କନ୍ଫର୍ମ ଟିକେଟଗୁଡ଼ିକ ଆର୍ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ ଚେଷ୍ଟା ପରେ, ଟିକେଟ୍ଟି କନ୍ଫର୍ମ ହୋଇଥାଏ। ମାତ୍ର କୌଣସି କାରଣରୁ ଯଦି ଆପଣଙ୍କର…
ଟ୍ରେନ୍ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍ରେ ପଡ଼ିଛି…
ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍ ଆଗକୁ ଆସି ଜୀବନ ହାରିଛନ୍ତି। ସେ ହେଲେ ଧରାକୋଟ ବ୍ଲକ ଶେରଗଡ଼ ଥାନା ଅନ୍ତର୍ଗତ ମାଛକୋଟ…
ଟ୍ରେନ୍ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ
କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ ଷ୍ଟେଶନରୁ…
ଟ୍ରେନ୍ରୁ ଠେଲିଦେବାରୁ ନୌସେନା ଅଫିସର ସ୍ତ୍ରୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧।୧୨: ନୌସେନାର ଜଣେ ଅଫିସରଙ୍କ ସ୍ତ୍ରୀ ଆରତୀ ଯାଦବଙ୍କୁ ଚଳନ୍ତା ଟ୍ରେନ୍ରୁ ଠେଲିଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଗତ ୨୬ ତାରିଖରେ ଉତ୍ତରପ୍ରଦେଶର ସମ୍ହୋନ୍ ଏବଂ ଭର୍ଥନା ଷ୍ଟେଶନ ମଧ୍ୟବର୍ତ୍ତୀ ରେଳଲାଇନ୍ରୁ ୩୦ ବର୍ଷୀୟା ଆରତୀଙ୍କ ମୃତଦେହ ମିଳିଥିଲା। ସରକାରୀ ରେଲ୍ଓ୍ବେ…
ଟ୍ରାକ୍ରୁ ଖସିଲା ଟ୍ରେନ୍, ୧୦ ବଗି ଲାଇନଚ୍ୟୁତ
ରାଉରକେଲା,୨୯ା୧୦: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ଏକ ମାଲବାହୀ ଟ୍ରେନ୍ ବୁଧବାର ଲାଇନଚ୍ୟୁତ ହୋଇଛି। ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ଟ୍ରେନ୍ଟି ଲାଇନଚ୍ୟୁତ ହୋଇଛି। ତେବେ ଏହି ମାଲବାହୀ ଟ୍ରେନ୍ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଫଳରେ…
ଟ୍ରାକ୍ରେ ହଠାତ୍ ଧସିଲା ବିରାଟକାୟ ପଥର, ଟ୍ରେନ୍ ଚଳାଚଳ ବନ୍ଦ
କୋରାପୁଟ,୨୩ା୧୦(ଅମିତାଭ ବେହେରା): କୋରାପୁଟ କିରଣ୍ଡଳ ରେଳ ଲାଇନର ମାଲିଗୁଡ଼ା ଷ୍ଟେଶନ ନିକଟରେ ପାହାଡ଼ରୁ ପଥର ଧସିଛି। ଗୁରୁବାର ଅପରାହ୍ନରେ ରେଳ ଧାରଣା ଉପରେ ପଥର ଖଣ୍ଡ ଖସିପଡ଼ିଛି। ରେଳ ପଥରେ ରେଳ ଚଳାଚଳ ବନ୍ଦ ରହିଛି। କୋରାପୁଟ ଜୟପୁର ରେଳ ପଥର…
ଦାଦନ ଖଟିବାକୁ ଯାଇ ଘରକୁ ଫେରିବା ବେଳେ ଟ୍ରେନ୍ରୁ ଶ୍ରମିକ ନିଖୋଜ, କାନ୍ଦିକାନ୍ଦି ସ୍ତ୍ରୀ କହୁଛନ୍ତି ମୋ’ ସ୍ବାମୀଙ୍କୁ ଫେରାଇ ଆଣ
ପୁରୁଷୋତ୍ତମପୁର,୨୪ା୯(ସୀମାଞ୍ଚଳ ମିଶ୍ର): ପରିବାର ପ୍ରତିପୋଷଣ କରିବା ଲାଗି ଦାଦନ ଖଟିବାକୁ ଯାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ରେଙ୍ଗଟିପଲ୍ଲୀ ଗ୍ରାମର ସନ୍ତୋଷ ବେହେରା(୪୦)ଙ୍କ ୧୩ ଦିନ ହେଲା ପତ୍ତା ମିଳୁନି। ଫଳରେ ପରିବାର ଲୋକେ ସମ୍ପୂର୍ଣ୍ଣ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ଯୁବକ
ଛତ୍ରପୁର,୧୪ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳ ଷ୍ଟେଶନ ନିକଟରେ ଚଳନ୍ତା ଏକ୍ସପ୍ରେସ ଟ୍ରେନ୍ରୁ ଖସି ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ଯାଜପୁରରୋଡ୍ ଅଞ୍ଚଳର ଶ୍ରୀନିବାସ ଖଡ଼ଙ୍ଗା। ସେ ସାଲିମାରଠାରୁ ଭାସ୍କୋଡଗାମା ଅଭିମୁଖେ…
Video: ଦେଖନ୍ତୁ ଛାତିଥରା ଦୃଶ୍ୟ, କେମିତି ଡବଲ ଡେକର ବସକୁ ଘୋଷାଡି ନେଲା ଟ୍ରେନ, ୧୦ ମୃତ ୪୦ରୁ ଅଧିକ ଆହତ
ଆଟଲାକୋମୁଲକୋ,୯।୯: ସୋମବାର ମେକ୍ସିକୋରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୪୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏକ ମାଲବାହୀ ଟ୍ରେନ ଏବଂ ଏକ ଡବଲ-ଡେକର ବସ ମଧ୍ୟରେ ଧକ୍କା ହେବା ପରେ…

