Tag Archives: train

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ…

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ…

ମାଲ୍‌ବାହୀ ଟ୍ରେନ୍‌ର ୧୧ ବଗି ଲାଇନ୍‌ଚ୍ୟୁତ

ବୀରମିତ୍ରପୁର,୧୨ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ଶନିବାର ଏକ ମାଲବାହୀ ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ବୀରମିତ୍ରପୁର ଉପରମାର୍କେଟ ଅଞ୍ଚଳ ନିକଟରେ ଲାଇନଚ୍ୟୁତ ହୋଇଛି। ଚୂନଭଟାରୁ ବୀରମିତ୍ରପୁର ରେଳ ଷ୍ଟେଶନକୁ ଗଲା ବେଳେ ଏହି ଅଘଟଣ ଘଟିଛି।

ସୁପରଫାଷ୍ଟ୍‌ ଏକ୍ସପ୍ରେସ ବଗିରେ ଲାଗିଲା ନିଆଁ, ଯାତ୍ରୀମାନେ ଭୟରେ…

କେସିଙ୍ଗା,୨୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଅହମଦାବାଦଠାରୁ ପୁରୀ ଅଭିମୁଖେ ଯାଉଥିବା ଦ୍ରୁତଗାମୀ ଟ୍ରେନ୍‌ଟି ଟିଟିଲାଗଡ଼ରୁ କେସିଙ୍ଗା ଦେଇ ଟ୍ରେନ୍‌ ନଂ – ୧୨୮୪୪ ଅହମ୍ମଦାବାଦରୁ ପୁରୀକୁ ଯାଉଥିବା ସୁପର…

ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ

ବୌଦ୍ଧ,୨୦।୬(ଅଜିତ କୁମାର ବାରିକ): ବୌଦ୍ଧ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଶୁକ୍ରବାରଠାରୁ ବୌଦ୍ଧ ଜିଲାରୁ ରେଳ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଜିଲାବାସୀଙ୍କ ମନରେ ଉକତ୍ଣ୍ଠା ଭରିରହିଛି। ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ…

ଗାଡ଼ି ମାଲିକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, ଚାଲିଗଲା ଜୀବନ

କେନ୍ଦୁଝର,୧୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ଼ ରେଳ ଫାଟକ ଠାରୁ ୮ମିଟର ଦୂରତା ରେଳ ଧାରଣା ନିକଟରେ ମାଲ ବାହୀ ଟ୍ରେନ ଧକ୍କାରେ ଜଣେ ଗାଡ଼ି ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ…

ଯନ୍ତ୍ରଣାରେ ଛଟପଟ ହୋଇ ଚାଲିଗଲା ଏହି ଭାରତୀୟ କ୍ରିକେଟର୍‌ଙ୍କ ଜୀବନ

ରାୟପୁର,୭।୬: ଛତିଶଗଡ଼ ଏକ୍ସପ୍ରେସରେ ଏକ ଭୟଙ୍କର ଘଟଣା ଘଟିଛି। ପଞ୍ଜାବର ୩୮ ବର୍ଷୀୟ ଦିବ୍ୟାଙ୍ଗ କ୍ରିକେଟର ବିକ୍ରମ ସିଂହ ହ୍ବିଲଚେୟାର କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଦିଲ୍ଲୀରୁ ଗ୍ବାଲିୟର ଯାଉଥିବା ସମୟରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଯାତ୍ରା ସମୟରେ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌…

ଟ୍ରେନ୍‌ରେ କଟି ଅଜଣା ବ୍ୟକ୍ତିଙ୍କ ଜୀବନ ଗଲା, ୭ ଘଣ୍ଟା ପରେ ବି…

କେସିଙ୍ଗା,୨୨ା୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନଠାରୁ ୫୦୦ ମିଟର ଦୂରରେ ଏକ ଅଜଣା ବ୍ୟକ୍ତି ଟ୍ରେନରେ ଗୁରୁବାର ସକାଳେ କଟି ରେଳ ଧାରଣା ପାର୍ଶ୍ୱରେ ପଡ଼ିଥିବାର ଜଣା ପଡ଼ିଛି। କାର୍ଯ୍ୟରତ କିମ୍ୟାନ୍‌ ଦେଖିଲା ପରେ କାଣ୍ଡେଲ…

ପୁଣି ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୪ ବଗି

ଟେନ୍‌ସା,୧୮ା୫(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଳକ ବିମିଳାଗଡ଼ ରେଲଓ୍ବେ ସାଇଡିଂରେ ରବିବାର ସକାଳୁ ରକ୍ସିରୁ ଲୁହା ପଥରଗୁଣ୍ଡ ନେଇ ଆସୁଥିବା ଏକ ମାଲ୍‌ବାହୀ ଟ୍ରେନ ବିମିଳାଗଡ଼ ରେଲଓ୍ବେ ସାଇଡିଂ ୪ଟି ବଗି ଲାଇନଚ୍ୟୁତ ହୋଇଛି। ଏଥିରେ କାହାରି କିଛି…

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍‌ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…

ଯୁବକଙ୍କୁ ଘୋଷାଡ଼ି ନେଲା ମାଲ୍‌ବାହୀ ଟ୍ରେନ୍‌, କଟିଗଲା ଗୋଡ଼

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଚନ୍ଦନପୁର ନିକଟସ୍ଥ ଆମ୍ବାଦଳାରୁ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ୍‌କୁ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି। ସୂଚନାନୁସାରେ, ଗୁରୁବାର ଭୋର୍‌ରୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିକଟସ୍ଥ…

ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍‌ ବ୍ଲଡ୍‌ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ ଭୁବନେଶ୍ୱରକୁ ସିଧାସଳଖ ଏକ ଟ୍ରେନ ଚଳାଚଳ କରିବା ସହ ଟିଟିଲାଗଡ଼ରୁ କେସିଙ୍ଗା, ଜୁନାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?