Tag Archives: train

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ଜୀବନ ଗଲା

କେସିଙ୍ଗା,୨୭ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମର ପାଳେଶ୍ୱର କୁମାର(୬୫)ଙ୍କ ଟ୍ରେନ୍‌ ଧକ୍କାରେ ବୁଧବାର ମୃତ୍ୟୁ ଘଟିଛି। ପାଳେଶ୍ୱର କୁମାରଙ୍କ ଝିଅ ନାତିର ମୁଣ୍ଡନ କରିବାକୁ ରାୟଗଡ଼ାର ମାଝି ଗୌରୀ ମନ୍ଦିରକୁ ଯାଇଥିଲେ। ବିଶାଖାପାଟଣା -ରାୟପୁର ଟ୍ରେନ୍‌ରେ କାଣ୍ଡେଲ…

କେନ୍ଦୁଝର ଦେଇ ଦିଲ୍ଲୀକୁ ଗଡ଼ିଲା ଟ୍ରେନ୍‌

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷିତ ପୁରୀ-ଆନନ୍ଦବିହାର(ନୂଆଦିଲ୍ଲୀ) ଟ୍ରେନ୍‌ ଶନିବାରଠାରୁ କେନ୍ଦୁଝର ଦେଇ ଗଡ଼ିଛି। ଏହି ଟ୍ରେନ୍‌ କେନ୍ଦୁଝରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ୯ଟା ୫୦ରେ କେନ୍ଦୁଝରଗଡ଼ ଷ୍ଟେଶନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରିବା ପାଇଁ ବହୁ ଲୋକ ଷ୍ଟେଶନରେ ପହଞ୍ଚିଥିଲେ।…

ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୩୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କିଛିଦିନ ହେଲା ଭୁବନେଶ୍ୱର-କେନ୍ଦୁଝର ମେମୁ ଟ୍ରେନ୍‌ ବିଳମ୍ବରେ କେନ୍ଦୁଝରରେ ପହଞ୍ଚୁଥିବାରୁ ଜନଅସନ୍ତୋଷ ବଢୁଛି। ଟ୍ରେନ୍‌ କେନ୍ଦୁଝର ଗଡ଼ ରେଳ ଷ୍ଟେଶନରେ ରାତି ୯.୪୦ ରେ ପହଞ୍ଚିବା ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ଶୁକ୍ରବାର ରାତି ୧୨.୩୦ରେ ପହଞ୍ଚିଥିଲା।…

ଟ୍ରେନ୍‌ଲାଇନ୍‌ରେ କଟି ସିଗ୍‌ନାଲ୍‌ ଯନ୍ତ୍ରୀଙ୍କ ଜୀବନ ଗଲା

ନୂଆପଡ଼ା,୮ା୧୨: ନୂଆପଡ଼ା ରେଳଷ୍ଟେଶନର ସିଗ୍‌ନାଲ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମରାମତି ପାଇଁ ସିଗ୍‌ନାଲ୍‌ ଯନ୍ତ୍ରୀ ଅନୁପ ରୟ(୨୮) ଗୁରୁବାର ରାତିରେ ଷ୍ଟେଶନରେ ପହଞ୍ଚିଥିଲେ। ମରାମତି କାର୍ଯ୍ୟ ସାରି ଲଖନା ଫେରୁଥିବା ବେଳେ ରେଳ ଲାଇନ୍‌ର ଗୋଡ଼ ଫସି ଯାଇଥିଲା। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?