ଟାଟା ଦ୍ୱାରା ଜମି ହରା ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯୁକ୍ତି ନ ମିଳିଲେ ଗଣଧାରଣା ଧମକ ଛତ୍ରପୁର,୨୦।୪,(ଦିଲ୍ଲୀପ ସାମଲ): ଟାଟା ଦ୍ୱାରା ଜମି ହରା ଓ ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ଦୀପକ ଫଟିଲାଇଜର ଓ ପେଟ୍ରୋକେମିକାଲ୍ସ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ଦାବୀ ଜୋର ଧରିଛି, ଏନେଇ ଟାଟା ଷ୍ଟିଲ (ସ୍ବତନ୍ତ୍ର ଅର୍ଥନୈତିକ ଜୋନ ) ଶ୍ରମିକ ସଂଘ...