୨୦୨୭ ମସିହା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ, ନିର୍ଭୁଲ ତଥ୍ଯ ଦେବାକୁ… ଛତ୍ରପୁର,୨୩ା୨(ଦିଲ୍ଲୀପ ସାମଲ): ୨୦୨୭ ମସିହା ଜନଗଣନା ସମ୍ପର୍କିତ ଏକ ଦୁଇଦିନିଆ ପ୍ରଶିକ୍ଷଣ କର୍ମଶାଳା ଅତିରିକ୍ତ ଜିଲାପାଳ ତଥା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁନୀଲ କୁମାର କେର୍କେଟାଙ୍କ ଅଧ୍ଯକ୍ଷତାରେ ଜିଲା ପରିଷଦ ଭଵନର ଋଷିକୂଲ୍ଯା ସମ୍ମିଳନୀ କକ୍ଷଠାରେ ସୋମବାର ଆରମ୍ଭ…