ନବରଙ୍ଗପୁର,୫ା୧୧(ସଦାଶିବ ପ୍ରହରାଜ): କାର୍ ଓ ପିକ୍ଅପ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଫରେଷ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପଟେ ପିକ୍ଅପ୍ ଡ୍ରାଇଭର…