ରେଳପଥରେ ଫାଟିଲା ଟ୍ରାନ୍ସଫର୍ମର, ୨ ଶ୍ରମିକ ପୋଡ଼ି ଗୁରୁତର ତିହିଡ଼ି,୪ା୧(ସଞ୍ଜିତ ବଳ): ଭଦ୍ରକ-ଧାମରା ରଲାପଥର ଗୁରୁଦାସପୁର ରେଳପଥରେ ଶନିବାର ମଧ୍ୟାହ୍ନରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଫାଟିଯିବା ଫଳରେ ନିଆଁରେ ପୋଡ଼ିଯାଇ ୨ ଶ୍ରମିକ ଗୁରୁତର ହୋଇଛନ୍ତି l ଗୁରୁତର ଶ୍ରମିକଙ୍କ ନାଁ ଗୋବିନ୍ଦ ସାଉଁଆ (୩୫) ଏବଂ ସୁରେଶ ତୋଭିଡ (୩୨)l...