କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…
ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ ୪ ଜଣ କିନ୍ନରଙ୍କୁ ଭଦ୍ରକ ସହରାଞ୍ଚଳ ଥାନା ରେ ଜିମା ଦେଇଛନ୍ତି ।…
ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପତ୍ନୀ ଟାନ୍ସଜେଣ୍ଡର? ଅଭିଯୋଗ ପରେ ରାଜନୀତିରେ ହଇଚଇ, ମାକ୍ରନ କହିଲେ…
ପ୍ୟାରିସ,୧୯।୯: ଫରାସୀ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ପତ୍ନୀ ବ୍ରିଜିଟଙ୍କୁ ନେଇ ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଆମେରିକୀୟ ଅତି-ଦକ୍ଷିଣପନ୍ଥୀ ଇନଫ୍ଲୁଏନ୍ସର ଏବଂ ରାଜନୈତିକ ସମାଲୋଚକ କାଣ୍ଡାସେ ଓୱେନ୍ସ ଅଭିଯୋଗ କରିଛନ୍ତି ଯେ ମାକ୍ରନଙ୍କ ପତ୍ନୀ ଜଣେ ମହିଳା ନୁହଁନ୍ତି, ବରଂ…
ବରଗଡ଼ରେ ବିଗୁଡୁଛି ଆଇନଶୃଙ୍ଖଳା: ପୋଲିସକୁ କିନ୍ନରଙ୍କ ଆକ୍ରମଣ, ଟ୍ରାଫିକ୍ ଅଧିକାରୀ ଲହୁଲୁହାଣ
ବରଗଡ଼,୨୫ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଚୋରି, ଲୁଟ୍ପାଟ, ନିଶା କାରବାର ବଢ଼ି ଚାଲି ଥିବା ଯୋଗୁ ଲୋକେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ଅନ୍ୟପକ୍ଷରେ ପୋଲିସ ମଧ୍ୟ ଏଠାରେ ଅସୁରକ୍ଷିତ ହୋଇପଡ଼ିଛି। ରବିବାର…
କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର
ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ ଏହି ପିଲା ଚୋରଙ୍କୁ ଆଉ ଜଣେ କିନ୍ନର ଧରିଥିବା ଜଣାପଡ଼ିଛି। ଯାଜପୁର ରୋଡ୍ ଅଞ୍ଚଳରେ…
କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ
ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର…
ଟିମ ଇଣ୍ଡିଆର ବିଜୟକୁ ନେଇ କ’ଣ ପ୍ରତିଜ୍ଞା କଲେ କିନ୍ନର
ନୂଆଦିଲ୍ଲୀ,୧୯।୧୧: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା କ୍ରିକେଟ ବିଶ୍ୱକପ -୨୦୨୩ ର ଅନ୍ତିମ ମ୍ୟାଚରେ ଟିମ ଇଣ୍ଡିଆର ବିଜୟ ପାଇଁ ସମସ୍ତେ ପ୍ରାର୍ଥନା, ପୂଜାର୍ଚ୍ଚନା ଏବଂ ଯଜ୍ଞ କରୁଛନ୍ତି। ଏହି ପରିପ୍ରେକ୍ଷୀରେ, ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ…
Archives


