କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ…. ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…