ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା...