ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ ଭୁବନେଶ୍ୱର,୧।୯: ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ଟି ଅର୍ଥନୈତିକ ଜୋନ ହେବ ବୋଲି ପରିବହନ ସଚିବ ପାଢ଼ୀ କହିଛନ୍ତି। କ୍ବାଡ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ଯୋଜନା ରଖିଛନ୍ତି...