ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍, ପରିବହନ ମହଙ୍ଗା ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ ଏୟାରଲାଇନ୍ସ ଚେକ୍ ଇନ୍ ବ୍ୟାଗେଜ୍ ଦେୟ ବଢ଼ାଇଛନ୍ତି। ଆମେରିକାରେ ଶୁକ୍ରବାର ପେଟ୍ରୋଲର ହାରାହାରି…