୮ ଏସ୍ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ...