ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ, କିଙ୍ଗ କୋହଲି ଖେଳ ପରେ ଟ୍ରାଭିସ ହେଡ୍ ସହିତ ହାତ ମିଳାଇବାକୁ ମଧ୍ୟ…