ଟାର୍ଗେଟ ପୂରଣ ନ ହେବାରୁ କୁକୁର ଭଳି ବ୍ୟବହାର ଘଟଣା: ଭିଡିଓ ଭାଇରାଲ ପରେ କେରଳ ଶ୍ରମବିଭାଗର ତନାଘନା କୋଚି, ୭।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଖରାପ ପ୍ରଦର୍ଶନ କରିଥିବା ଜଣେ କର୍ମଚାରୀଙ୍କୁ ଅମାନବୀୟ ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳିଛି।…