treatment

ଡାକ୍ତରଙ୍କ ଦୁଇ ଘଣ୍ଟିଆ ବହିର୍ବିଭାଗ ବନ୍ଦ ଆନ୍ଦୋଳନ: ଚିକିତ୍ସା ଅପେକ୍ଷାରେ ରୋଗୀଙ୍କ ଲମ୍ବା ଲାଇନ୍‌

ବଣାଇଁ,୮ା୧(ପ୍ରଦୀପ ତ୍ରିପାଠୀ): ସାରା ରାଜ୍ୟରେ ଡାକ୍ତରମାନେ ଏବେ ଆନ୍ଦୋଳନରତ। ପ୍ରତୀକାତ୍ମକ ଧାରଣା କ୍ରମେ ପ୍ରତ୍ୟେକ ଦିନ ସକାଳୁ ଦୁଇଘଣ୍ଟା ବହିର୍ବିଭାଗ ବା ଓପିଡିରେ ନ ବସି ବାହାରେ…

3 weeks ago

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର କରିବା…

1 month ago

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା ସ୍ଥଗିତ…

2 months ago

ପରିବାରକୁ ଢାଙ୍କି ଦେଇଛି କଳା ବାଦଲ, ସସ୍ମିତାଙ୍କ ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଲାଞ୍ଜିଗଡ,୭ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ଦୋରା ସାରଲି ଗାଁର ଶୁକନାଭଟା ପଡାର ୨୧ ବର୍ଷୀୟ ସସ୍ମିତା ସାହୁ ମାରାତ୍ମକ ଅଜଣା…

3 months ago

ଆଜି ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ହେବ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୦।୬: ଆଜି ଅର୍ଥାତ୍‌ ଶୁକ୍ରବାର ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଚିକିତ୍ସା ପାଇଁ ସେ ମୁମ୍ବାଇ…

8 months ago