Tag Archives: tree

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା...

୧୯୯୯ ମହାବାତ୍ୟାର ବିଭୀଷିକା କଲା ଆନ୍ଦୋଳିତ, ଗଛ ପ୍ରେମରେ ପଡ଼ି…

୧୯୮୪ରେ କୁଳମଣି ଶିକ୍ଷକ ଚାକିରି ଜୀବନ ଆରମ୍ଭ କରିଥିଲେ। କର୍ମ ଜଞ୍ଜାଳରେ ବ୍ୟସ୍ତ ରହିଥିବା ବେଳେ ୧୯୯୯ର ମହାବାତ୍ୟାରେ ଅନେକ ବଡ଼ ବଡ଼ ବୃକ୍ଷଲତା ଉପୁଡ଼ି ନଷ୍ଟ ହୋଇଥିବା ଦେଖି ସେ ମର୍ମାହତ ହୋଇ ପଡ଼ିଥିଲେ। ବୃକ୍ଷ ନଷ୍ଟ ହେବା...

ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଦାମାପଡ଼ାର ସୁବାସ ଅନୁଗୁଳିଆଙ୍କ ଘର ଉପରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଛି। ଲଗାଣ ବର୍ଷାରେ ଗଛଟି ଘର ଉପରେ ପଡ଼ିଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଛନ୍ତି ପରିବାର...

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri