ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ… ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ମଧ୍ୟ ଏକ ବିବୃତ୍ତି ଜାରି କରି ପହଲଗାମ ଆକ୍ରମଣରୁ ନିଜକୁ ଦୂରେଇ...