ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜନଜାତି ସମ୍ପ୍ରଦାୟର ବରିଷ୍ଠ ଚାଷୀ ତିଲମା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା...