ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ… ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…