ଭୂପେନ୍ଦା’ଙ୍କୁ ଶ୍ରଦ୍ଧାଞ୍ଜଳି ଆଜି ସେପ୍ଟେମ୍ବର ୮ ତାରିଖ। ଭାରତୀୟ ସଂସ୍କୃତି ଏବଂ ସଙ୍ଗୀତ ପ୍ରତି ଆଗ୍ରହ ରଖୁଥିବା ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆଉ ବିଶେଷ ଭାବେ ମୋର ଆସାମର ଭାଇଭଉଣୀମାନଙ୍କ ପାଇଁ ଆଜିର ଦିନ ଅଧିକ ସ୍ବତନ୍ତ୍ର। ଆଜି ଭାରତରତ୍ନ ଡକ୍ଟର…