‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ ଦେଇଛି। ଗୁରୁବାର (୯ ଏପ୍ରିଲ) ଇସ୍ରାଏଲକୁ ଚେତାବନୀ ଦେଇ କହିଛି ଯେ ଲେବାନନ…