ତ୍ରିଲୋଚନ ହତ୍ୟାକାଣ୍ଡ ଘଟଣା: ସିନ୍ ରିକ୍ରିଏଶନ କଲା ପୋଲିସ, ଗୋଟି ଗୋଟି କରି ସତ ବଖାଣିଲେ ଅପରାଧୀ
ପାଟଣା,୩୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ମହିଳା କନଷ୍ଟେବଳ ତୁଳସୀ ମହାନ୍ତଙ୍କ ସ୍ବାମୀ ତଥା ବ୍ୟବସାୟୀ ତ୍ରିଲୋଚନ ମହାନ୍ତଙ୍କ ହତ୍ୟାକାଣ୍ଡର ଏକ ମାସ ପରେ ପୋଲିସ ହତ୍ୟାକାଣ୍ଡ ଉପରୁ ପର୍ଦ୍ଦା ଉଠାଇଛି। ଶୁକ୍ରବାର ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ କରିବା…

