Tag Archives: TRIRANGA

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ରହିଥିବା ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ପୁରୁଷୋତ୍ତମପୁରରେ ହରଘର ତ୍ରିରଙ୍ଗା, ବିଧାୟକ ପ୍ରତିନିଧିଙ୍କ ସହ ସାମିଲ ହେଲେ…

ପୁରୁଷୋତ୍ତମପୁର,୧୩ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାଜପା ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବିଧାୟକ ପ୍ରତିନିଧି ସୁଦର୍ଶନ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ନାୟକ,ମନୋଜ କୁମାର ମହାପାତ୍ର, ଟୁକୁନା…

ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ ଭାଜପାର ତ୍ରିରଙ୍ଗା ଶୋଭାଯାତ୍ରା

କେସିଙ୍ଗା,୨୫ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥମନ୍ଦିର ପରିସରରେ ଭାଜପା ବୋରିଆ ମଣ୍ଡଳ ପକ୍ଷରୁ ଏକ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଲସି ଗ୍ରାମର ଅବସର ସୁବେଦାର ସେନାକର୍ମଚାରୀ କ୍ଷମାସାଗର ସାହୁ ଙ୍କୁ ଭାଜପା…

‘ଅପରେଶନ ସିନ୍ଦୂର’ରେ ଭାରତୀୟ ସେନାର ସଫଳତା ନେଇ ଦାରିଙ୍ଗବାଡ଼ିବାସୀ ଦେଖାଇଲେ ଦେଶପ୍ରେମ

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟାର ପ୍ରତିବାଦରେ ଭାରତ ଏହାର ଜବାବ ପାକିସ୍ଥାନକୁ ତା’ରି ଭାଷାରେ ଦେଇଥିଲା। ଏଥିରେ ପାକିସ୍ଥାନର ଆତଙ୍କୀ ଶିବିର ସହ ଏୟାରବେସ୍‌ ଓ ଅନେକ କିଛି କ୍ଷତି ହୋଇଥିଲା। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ଥାନ…

ଶେଷରେ ମାନିଲା ପାକିସ୍ତାନ: କରାଚୀରେ ଉଡ଼ିଲା ତ୍ରିରଙ୍ଗା

ଇସଲାମାବାଦ୍‌,୧୯।୨: ପାକିସ୍ତାନ କ୍ରିକେଟ ବୋର୍ଡ ସମ୍ପ୍ରତି ବିବାଦରେ ପଡ଼ିଛି ଏବଂ ଏହାର କାରଣ ଥିଲା ଯେ ଏହା କରାଚୀ ଏବଂ ଲାହୋରର ଷ୍ଟାଡିୟମରେ ୭ଟି ଦଳର ପତାକା ଉତ୍ତୋଳନ କରିଥିଲା। କିନ୍ତୁ ସେଠାରେ ଭାରତୀୟ ପତାକା ଉତ୍ତୋଳନ କରାଯାଇ ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?