ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା ପରଠାରୁ ଏହି ଶ୍ରମିକମାନେ ସୁଡ଼ଙ୍ଗରେ ଫସି ରହିଥିଲେ ଏବଂ ଶେଷରେ ନଅ ଦିନ…