ବିକ୍ରମ ମିସ୍ରିଙ୍କୁ ଟ୍ରୋଲିଂ: ଚାରିଆଡ଼ୁ ନିନ୍ଦା ନୂଆଦିଲ୍ଲୀ, ୧୩।୫ (ପି.ଟି.): ଉଭୟ ଭାରତ ଏବଂ ପାକିସ୍ତାନ ଅସ୍ତ୍ରବିରତି ନେଇ ସହମତ ହୋଇଛନ୍ତି ବୋଲି ଶନିବାର ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଘୋଷଣା କରିଥିଲେ। ଏହାପରେ ତାଙ୍କୁ ଅନ୍ଲାଇନ ଟ୍ରୋଲିଂର ସାମ୍ନା କରିବାକୁ ପଡ଼ିଥିଲା। ଟ୍ରୋଲର୍ସମାନେ ମିସ୍ରିଙ୍କ ସମେତ ତାଙ୍କ ଝିଅ…