ବଣାଇଁ,୨୧।୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି।…