ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କାଦେଲା ଟ୍ରକ୍, ଭାଙ୍ଗିଗଲା ସ୍ତ୍ରୀଙ୍କ ଗୋଡ଼ ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ): ସୋମବାର ସକାଳେ ବଲାଙ୍ଗୀର ଜିଲା ସଇଁତଳା ପଟୁ ଆସୁଥିବା ଏକ ଟ୍ରକ୍ ଦେଓଗାଁ କଛାରପାଲି ସ୍କୁଲ ନିକଟରେ ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କା ଦେଇଥିଲା। ସେମାନେ ହେଲେ ସଇଁତଳା ଥାନା ଦଙ୍ଗାରମୁଡ଼ା ଗାଁର ଜଗବନ୍ଧୁ ରଣା ଓ...