ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ… ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା ବେଳେ, ଅନ୍ୟପଟେ ଇରାନ ଅଭିମୁଖେ ଆମେରିକାର ସବୁଠାରୁ ବଡ଼ ସାମରିକ ଅଭିଯାନ ଆରମ୍ଭ…