ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି… ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…