ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ… ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ରେ ଏକ ପୋଷ୍ଟ କରି…