ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି ସମୟ ପରେ, ଟ୍ରମ୍ପ ସୋସିଆଲ ମିଡିଆରେ ଏକ AI-ଜେନେରେଟେଡ୍ ଫଟୋ ପୋଷ୍ଟ କରିଛନ୍ତି।…