‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ ଟ୍ରମ୍ପଙ୍କ ଉଦ୍ଦେଶ୍ୟରେ ଲେଖାଯାଇଥିବା ଏକ ପୁରୁଣା ଜନ୍ମଦିନ ବାର୍ତ୍ତାର ନକଲ, ଯାହା ଏକଦା...