ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ ରଖିଛନ୍ତି। ଶନିବାର ଦିନ ନିଜେ ଟ୍ରମ୍ପ ଘୋଷଣା କରିଥିଲେ ଯେ ଯଦି ଇରାନ…