‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ ଅତ୍ୟଧିକ ପ୍ରଶଂସା କରିଛନ୍ତି। ୭୯ ବର୍ଷୀୟ ଟ୍ରମ୍ପ୍ ପେନସିଲଭାନିଆରେ ଏକ ରାଲିରେ ତାଙ୍କ ପ୍ରଶାସନର…